ଏସ୍‌ସିବିରେ କ୍ରେନ୍‌ ଭାଙ୍ଗି ୩ ଗୁରୁତର

କଟକ: କଟକ ଏସ୍‌ସିବି ସଂପ୍ରସାରଣ କାମ ବେଳେ ବଡ଼ ଅଘଟଣ ଘଟିଛି। ଏସ୍‌ସିବି ନିର୍ମାଣ କାର୍ଯ୍ୟରେ ଲାଗିଥିବା କ୍ରେନ୍‌ ଭାଙ୍ଗିପଡ଼ିଛି। ଏଥିରେ ୩ ଶ୍ରମିକ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଗୁରୁତର ଏସ୍‌ସିବି ମେଡିକାଲ କାଜୁଆଲଟିରେ ଭର୍ତ୍ତି କରାଯାଇଛି। ସେମାନଙ୍କ ପରିଚୟ ମିଳିପାରି ନାହିଁ।

Leave a Reply

Your email address will not be published. Required fields are marked *