ସ୍ୱାସ୍ଥ୍ୟ ଅବସାଦ କମାଏ ଫୋନ୍ ବ୍ୟବହାର Ama Rajdhani Aug 12, 2024 0 Share this… Facebook Whatsapp Twitter Linkedin ଅତ୍ୟଧିକ ମୋବାଇଲ ବ୍ୟବହାର ଯୋଗୁଁ ଏବେ ଲୋକଙ୍କଠାରେ ବିଭିନ୍ନ ପ୍ରକାର ସ୍ବାସ୍ଥ୍ୟ ସମସ୍ୟା ସୃଷ୍ଟି ହେଉଛି। ବିଶେଷକରି ଏହି ସମସ୍ୟା କିଶୋରକିଶୋରୀଙ୍କଠାରେ ଅଧିକ ଦେଖିବାକୁ ମିଳିଥାଏ। ଦିନକୁ ଘଣ୍ଟାଏରୁ ଦୁଇ ଘଣ୍ଟା ଫୋନ୍ ବ୍ୟବହାର କରୁଥିବା କିଶୋରକିଶୋରୀଙ୍କଠାରେ ମାନସିକ ସ୍ବାସ୍ଥ୍ୟ ସମସ୍ୟା ଆଶଙ୍କା ହ୍ରାସ ପାଏ ବୋଲି ଏକ ନୂତନ ଅଧ୍ୟୟନରୁ ଜଣାପଡ଼ିଛି। କୋରିଆର ହନ୍ୟାଙ୍ଗ ବିଶ୍ବବିଦ୍ୟାଳୟର ଗବେଷକମାନେ ୧୩ରୁ ୧୮ ବର୍ଷ ବୟସ୍କ ପିଲାଙ୍କ ଉପରେ ଗବେଷଣା କରି ଏହି ତଥ୍ୟ ସାମ୍ନାକୁ ଆଣିଛନ୍ତି। ତେବେ ଆଦୌ ଫୋନ୍ ବ୍ୟବହାର କରୁ ନଥିବା ପିଲାଙ୍କ ତୁଳନାରେ ଦିନକୁ ଦୁଇ ଘଣ୍ଟାରୁ କମ୍ ସମୟ ବ୍ୟବହାର କରୁଥି ବା କିଶୋରଙ୍କଠାରେ ଅବସାଦ, ନିଦ୍ରାହୀନତା, ଚିନ୍ତା, ଆତ୍ମହତ୍ୟା ପ୍ରବଣତା ଏବଂ ନିଶାଭ୍ୟାସ ପ୍ରବୃତ୍ତି ଆଶଙ୍କା କମ୍ ଥାଏ। Share this… Facebook Whatsapp Twitter Linkedin Mobile Seen
Leave a Reply Cancel replyYour email address will not be published. Required fields are marked *Comment Name* Email* Save my name, email, and website in this browser for the next time I comment.
ଦେଶ ବିଦେଶ ରାଜନୀତି ରାଜ୍ୟ ନୀତୀଶ ଏବଂ ନବୀନଙ୍କୁ ମିଳୁ ଭାରତରତ୍ନ, ଦାବି କଲେ କେନ୍ଦ୍ର ମନ୍ତ୍ରୀ Ama Rajdhani Dec 25, 2024
Leave a Reply