ନୂଆଦିଲ୍ଲୀ: ଗତ ଦୁଇ ଦିନ ହେଲା ଓଡ଼ିଶାରେ ଦେଖାଦେଇଛି ଆଳୁ ଶଙ୍କଟ। ଏହି ସମସ୍ୟା ସମାଧାନ ପାଇଁ ଆରମ୍ଭ ହୋଇଛି ଉଦ୍ୟମ। ଆଜି ନୂଆଦିଲ୍ଲୀରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭେଟିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶାରେ ଦେଖାଦେଇଥିବା ଆଳୁ ସମସ୍ୟା ସମ୍ପର୍କରେ ସେ ମମତାଙ୍କ ସହ ବିସ୍ତୁତ ଭାବେ ଆଲୋଚନା କରିଛନ୍ତି। ରାଜ୍ୟରେ ଅହେତୁକ ଦରବୃଦ୍ଧି ଯୋଗୁ ସାଧାରଣ ଜନତା ସମସ୍ୟାର ସମ୍ମୁଖୀନ ହେଉଛନ୍ତି ଶ୍ରୀ ମାଝୀ କହିଛନ୍ତି।
ଦିଲ୍ଲୀରେ ମମତାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ













Leave a Reply