ଭୁବନେଶ୍ୱର : ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା ଏମଭିଆ। ନୂଆପଡ଼ାରୁ ଭୁବନେଶ୍ବର ଆସୁଥିବା ବେଳେ ଖୋର୍ଦ୍ଧାରେ ଧରାପଡ଼ିଲେ। ଧରାପଡ଼ିଥିବା ଟଙ୍କା ପିସି ଆକାରରେ ଆଦାୟ ହୋଇଥିବା ସନ୍ଦେହ। ଧରାପଡ଼ିବା ପରେ ଏମଭିଆଇଙ୍କ ୫ଟି ସ୍ଥାନରେ ରେଡ କରୁଛି ଭିଜିଲାନ୍ସ।
ଭିଜିଲାନ୍ସ ଜାଲରେ ଏମଭିଆଇ












Leave a Reply