ସେପ୍ଟେମ୍ବର ୩ରେ ରାଜ୍ୟସଭା ଉପ ନିର୍ବାଚନ

ନୂଆଦିଲ୍ଲୀ : ରାଜ୍ୟସଭା ଉପ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେପ୍ଟେମ୍ବର ୩ରେ ରାଜ୍ୟସଭା ଉପ ନିର୍ବାଚନ ହେବ। ଓଡ଼ିଶାର ଗୋଟିଏ ଆସନ ପାଇଁ ଉପ ନିର୍ବାଚନ ହେବ। ନାମାଙ୍କନର ଶେଷ ତାରିଖ ରହିଛି ୨୧ ଅଗଷ୍ଟ। ୨୨ ତାରିଖ ନାମାଙ୍କନ ଯାଞ୍ଚ ହେବ। ଓଡ଼ିଶା ପାଇଁ ନାମାଙ୍କନ ପ୍ରତ୍ୟାହରର ଶେଷ ତାରିଖ ରହିଛି ଅଗଷ୍ଟ ୨୭ ତାରିଖ। ମମତା ମହାନ୍ତଙ୍କ ଇସ୍ତଫା ପରେ ଓଡ଼ିଶାରେ ରାଜ୍ୟସଭା ନିର୍ବାଚନ ହେବ।

Leave a Reply

Your email address will not be published. Required fields are marked *