୧୦୦ ଦିନର ସଫଳତାର ହିସାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର: କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟ ପଡ଼ିଆରୁ ଲୋକଙ୍କ ସରକାରର ୧୦୦ ଦିନର ସଫଳତାର ହିସାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସମ୍ମାନୀୟ ଅତିଥି କେନ୍ଦୁଝର ଏମ୍‌ପି ଅନନ୍ତ ନାଏକ, ପାଟଣା ବିଧାୟକ ଅଖିଳ ନାଏକ, ତେଲକୋଇ ବିଧାୟକ ଫକୀର ମହନ ନାଏକ, ଜିଲାପାଳ ବିଶାଳ ସିଂହ, କେନ୍ଦୁଝରଗଡ଼ ପୌରପାଳିକା ଅଧ୍ୟକ୍ଷା ନିକୁ ସାହୁ, ଭାଜପା ଜିଲା ସଭାପତି ସବୁଜ ମହାନ୍ତ ବର୍ମା, ଜିଲା ଭାଜପା ସାଧାରଣ ସମ୍ପାଦକ ଜ୍ଞାନରଞ୍ଜନ ସାମନ୍ତ ସିଂହାର, ଅନୁବ୍ରତ ବେହେରା, ସୁକଦେବ ମହାନ୍ତ ପ୍ରମୁଖ ଉପସ୍ଥିତ ରହି ପ୍ରଗତିର ନୂତନ ସୂର୍ଯ୍ୟୋଦୟ ତଥା ଓଡ଼ିଶା ସରକାରଙ୍କ ୧୦୦ ଦିନର ପୂର୍ତ୍ତୀ ଉପଲକ୍ଷେ ଜିଲାସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

Leave a Reply

Your email address will not be published. Required fields are marked *