ଓଡ଼ିଶାରେ ଖୁବ୍ ଶୀଘ୍ର ଆରମ୍ଭ ହେବ ‘ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା’

ଭୁବନେଶ୍ୱର : ଆମର ଅଧିକାଂଶ ଚାଷୀ କ୍ଷୁଦ୍ର, ମଧ୍ୟମ ଅଥବା ଭୂମିହୀନ ବର୍ଗର ଅଟନ୍ତି। କୃଷକମାନଙ୍କ ରୋଜଗାର ବୃଦ୍ଧି ପାଇଁ ସେମାନଙ୍କ ଆର୍ଥିକ ସ୍ବଚ୍ଛଳତା ସକାଶେ ପଶୁ ପାଳନ ସବୁଠାରୁ ପ୍ରକୃଷ୍ଟ ମାଧ୍ୟମ। କୃଷି କାର୍ଯ୍ୟ ସହିତ ଗାଈ, ଛେଳି, ମେଣ୍ଢା ଓ ମାଛ ଚାଷ ଆଦି କାର୍ଯ୍ୟରେ ସମ୍ପୃକ୍ତ ରହିଲେ ସେମାନେ ସ୍ବାବଲମ୍ବୀ ହୋଇପାରିବେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗତକାଲି ଓଡିଶା ରାଜ୍ୟ ଅଣଗେଜେଟେଡ ପ୍ରାଣୀ ଚିକିତ୍ସା ବୈଷୟିକ କର୍ମଚାରୀ ସଂଘର ୨୩ତମ ସାଧାରଣ ଅଧିବେଶନ ଅବସରରେ ଯୋଗ ଦେଇ କହିଛନ୍ତି।

Leave a Reply

Your email address will not be published. Required fields are marked *