ନଭେମ୍ବର ୨୯ ତାରିଖରୁ ୩୧ ତାରିଖ ହେବ ଡିଜି ସମ୍ମିଳନୀ ଆସିବେ ପ୍ରଧାନମନ୍ତ୍ରୀ ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହ

ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହ। ଉଭୟେ ଓଡ଼ିଶାରେ ଆୟୋଜିତ ହେବାକୁ ଥିବା ପୁଲିସ ଡ଼ିଜି ସମ୍ମିଳନୀରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।  ନଭେମ୍ବର ୨୯ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ଡିଜି ସମ୍ମିଳନୀ । ସରକାରୀ ସ୍ତରରେ ଘୋଷଣା କରାଯିବ।

Leave a Reply

Your email address will not be published. Required fields are marked *